କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନନ୍ତ କୁମାରଙ୍କର ପରଲୋକ

କେନ୍ଦ୍ରମନ୍ତ୍ରୀ ଶ୍ରୀ ଅନନ୍ତ କୁମାରଙ୍କର ୫୯ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ସେ ଗତ ୨ ବର୍ଷ ହେବ କ୍ୟାନସର ରୋଗରେ ପୀଡ଼ିତ ଥିଲେ। ତାଙ୍କର ଚିକିତ୍ସା ଚାଲୁଥିଲା। ସେ ବାଙ୍ଗାଲୋରର ଏକ ପ୍ରାଇଭେଟ ହସ୍ପିଟାଲରେ ସୋମବାରଦିନ ରାତ୍ର ୨ଟା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କର ପରଲୋକରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକଟ କରିଛନ୍ତି।

Leave a Reply