ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପ ନିକଟରେ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପ୍ରତି ସହାୟତା ଘୋଷଣା କଲା ଇଣ୍ଡିଆନ ଅଏଲ୍। ମୃତକଙ୍କ ପରିବାରକୁ 8ଲକ୍ଷ ଟଙ୍କା ସହାୟତା ଦେବାକୁ ଘୋଷଣା କରାଯାଇଥିବାବେଳେ ଗୁରୁତର ଆହତଙ୍କୁ 4 ଲକ୍ଷ, ଆହତଙ୍କୁ 1ଲକ୍ଷଟଙ୍କା ସହାୟତା ରାଶି ଯୋଗାଇ ଦିଆଯିବ । ଏନେଇ ପେଟ୍ରୋଲିୟମ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଘୋଷଣା କରିଛି ଆଇଓସିଏଲ୍ ।