Pak Authority Charges Hafiz Saeed For "Terror Financing"

ହଫିଜ୍‌ ସଇଦ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନି ପାକିସ୍ତାନ : ଏଫ୍‌ଟିଏଫ୍‌

ଆତଙ୍କବାଦୀ ହଫିଜ୍‌ ସଇଦ୍‌ ବିରୋଧରେ ପାକିସ୍ତାନ ସରକାର କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁନାହିଁ ବୋଲି ଆତଙ୍କବାଦକୁ ପାଣ୍ଠି ଯୋଗାଣ ଓ ଆର୍ଥିକ ଦୁର୍ନୀତି ପ୍ରତିରୋଧ ପାଇଁ ଥିବା ଅନୁଷ୍ଠାନ୍ ଏଫଏଟିଏଫ୍ ପକ୍ଷରୁ ରିପୋର୍ଟ ପ୍ରକାଶ ପାଇଛି । ଆତଙ୍କୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରହିଥିବା 40 ମାନଦଣ୍ଡ ମଧ୍ୟରୁ ପାକିସ୍ତାନ 4ଟି ମାନଦଣ୍ଡକୁ ଆଦୌ ପାଳନ କରୁନାହିଁ ବୋଲି 228 ପୃଷ୍ଠା ରିପୋର୍ଟରେ ପ୍ରକାଶ କରିଛି ଏଫ୍‌ଟିଏଫ୍‌ । ଏହି ଧାରା ଜାରି ରହିଲେ ପାକିସ୍ତାନକୁ କଳା ତାଲିକା ଭୁକ୍ତ କରିବା ନେଇ ଏଫଟିଏଫ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି ।

Leave a Reply

Your email address will not be published. Required fields are marked *