5 ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଦୁଇ ଜଣ ଗିରଫ

ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ମାର୍କୋଣାରୁ 5 ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ସହ ଯୁବକ ଗିରଫ କରାଯାଇଛି । ଯୁବକଙ୍କ ନିକଟରୁ 38.64 ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି । ଏହାର ଆନୁମାନିକ ମୂଲ୍ୟ 5 ଲକ୍ଷ ଟଙ୍କାରୁ ଅଧିକ ହେବ । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଫୈୟଜ ମହମ୍ମଦ ଓ ଆଶିକ ଖାଁ। ସେମାନଙ୍କ ଘର ଖୋର୍ଦ୍ଧା ଜିଲ୍ଲାର ରଥିପୁର ଗାଁରେ ।

Leave a Reply

Your email address will not be published. Required fields are marked *