TMC MPs protest against Centre in Parliament premises

The Trinamool Congress (TMC) MPs protested on Monday in front of the Gandhi statue in Parliament premises over the violence in Delhi. Speaking to IANS, TMC Rajya Sabha MP S.S. Roy said it was a symbolic protest against the Centre over its failure to prevent the violence. “My black band indicates that this government has become blind”.

AIIEA to protest against LIC disinvestment

Opposing the government’s decision to list Life Insurance Corporation of India (LIC) through an initial public offering (IPO), the All India Insurance Employees’ Association (AIIEA) will first go on one hour walk-out strike on February 3 or 4, a top union leader said on Saturday. “We are opposed to the move. We will first go on one hour walk-out strike on February 3 or 4”.

 

ସିଏଏ ଆନ୍ଦୋଳନରେ ପିଏଫ୍‌ଆଇର ସମ୍ପୃକ୍ତି ନେଇ ଇଡିର ସୂଚନା

ସୋମବାର ଭାରତୀୟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଏକ ନୂତନ ତଥ୍ୟ ପ୍ରକାଶ ପାଇଛି । ସିଏଏ ବିରୋଧୀ ଆକ୍ରମଣ ସମୟରେ ପଶ୍ଚିମ ୟୁପିରେ ଅର୍ଥ ଦେଣ ନେଣ କରାଯାଇଥିବା ନେଇ ଇଡି ପକ୍ଷରୁ ସ୍ପଷ୍ଟ କରାଯାଇଛି । ଉତ୍ତର ପ୍ରଦେଶର ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ ପକ୍ଷରୁ ଏହି ଅର୍ଥ ବିତରଣ କରାଯାଇଥିବାକ ନେଇ ଇଡି ପକ୍ଷରୁ ସୋମବାର କୁହାଯାଇଛି । ସିଏଏ ଆନ୍ଦୋଳନ ପୂର୍ବରୁ ପଶ୍ଚିମ ଉତ୍ତର ପ୍ରଦେଶର 73ଟି ଆକାଉଣ୍ଟକୁ 120 କୋଟି ଟଙ୍କା ଦେଣ ନେଣ କରାଯାଇଛି । ଇଡି ପକ୍ଷରୁ ସୋମବାର ଏହି ସମସ୍ତ ତଥ୍ୟ ଗୃହ ମନ୍ତ୍ରାଳୟକୁ ପ୍ରଦାନ କରାଯାଇଛି ।

DU teachers continue 24×7 protest outside V-C office

For over a month now, the professors and ad-hoc teachers of Delhi University have been staging a protest outside the office of the Vice Chancellor of Delhi University demanding absorption and promotion of the ad-hoc teachers. For   35 days of protest the teachers have been braving chilly winds and harsh winter of Delhi, but on Tuesday they took on rains to register their protest.

ଦିଲ୍ଲୀରେ ଫୋନ୍‌ ସେବା ବନ୍ଦ ପାଇଁ ସରକାରଙ୍କ ନିର୍ଦ୍ଦେଶ

ନାଗରିକତ୍ବ ସଂଶୋଧନ ଆଇନକୁ ନେଇ ନୂଆଦିଲ୍ଲୀରେ ଆନ୍ଦୋଳନ ପରେ ସରକାରଙ୍କ ପକ୍ଷରୁ ଟେଲିଫୋନ ସେବା ବନ୍ଦ କରାଯିବାର ନିଷ୍ପତ୍ତି ନିଆଯାଇଛି । ବିଭିନ୍ନ ଟେଲିକମ୍‌ କମ୍ପାନୀକୁ ସରକାରଙ୍କ ପକ୍ଷରୁ ମୋବାଇଲ ଏବଂ ଇଣ୍ଟରନେଟ୍‌ ସେବା ବନ୍ଦ କରିବାର ନିର୍ଦ୍ଦେଶ ଦେଇଛନ୍ତି । ବିଭିନ୍ନ ଅଞ୍ଚଳରେ ମୋବାଇଲ ଏବଂ ଇଣ୍ଟରନେଟ୍‌ ସେବା ଅଚଳ ହୋଇଯାଇଛି । ଲାଲକିଲ୍ଲା, ସୀଲମପୁରା ଏବଂ ବ୍ରିଜପୁରୀ ଅଞ୍ଚଳରେ ପ୍ରାରମ୍ଭିକ ଭାବରେ ଇଣ୍ଟରନେଟ ସେବା ଅଚଳ କରାଯାଇଛି ।

ନାଗରିକତ୍ବ ସଂରକ୍ଷଣ ବିଲ୍‌କୁ ବିରୋଧ : ଦିଲ୍ଲୀର 14ଟି ମେଟ୍ରୋ ଷ୍ଟେସନ୍‌ ବନ୍ଦ

ନାଗରିକତ୍ବ ସଂରକ୍ଷଣ ବିଲ୍‌କୁ ନେଇ ନୂଆଦିଲ୍ଲୀରେ ଆନ୍ଦୋଳନ ଚାଲିଥିବା ବେଳେ ମେଟ୍ରୋ ସେବା ବ୍ୟାହତ ହୋଇଛି । ଏହି ଆନ୍ଦୋଳନ ଫଳରେ ଦିଲ୍ଲୀର 14ଟି ମେଟ୍ରୋ ଷ୍ଟେସନ୍‌ରେ ସେବା ବନ୍ଦ ରଖାଯାଇଛି । ଲାଲ କିଲ୍ଲାରେ ଧାରା 144 ଲାଗୁ କରାଯିବା ପରେ ଡିଏମ୍‌ଆର୍‌ସି କର୍ତ୍ତୃପକ୍ଷ ଲାଲ କିଲ୍ଲା, ଜାମା ମସଜିଦ୍‌, ଚାନ୍ଦନୀ ଚୌକ୍‌, ବିଶ୍ବବିଦ୍ୟାଳୟ, ଜାମିଆ ମାଲିଆ ଇସଲାମିଆ, ଜସୋଲା ବିହାର, ଶାହିନ୍‌ ବିହାର ଏବଂ ମୁନିର୍କା ମେଟ୍ରୋ ଷ୍ଟେସନ୍‌ ବନ୍ଦ ରହିଛି । ଗତକାଲି ଠାରୁ 6ଟି ମେଟ୍ରୋ ଷ୍ଟେସନ୍‌ ବନ୍ଦ ରହିଛି ।

ନାଗରିକତ୍ବ ସଂଶୋଧନ ଆଇନ ପରିବର୍ତ୍ତନର ପ୍ରଶ୍ନ ଉଠୁନି : ଶାହା

ନୂଆଦିଲ୍ଲୀ, 18/12 : ନାଗରିକତ୍ବ ସଂଶୋଧନ ଆଇନକୁ ନେଇ ସମଗ୍ର ଦେଶ ଜଳୁଥିବା ବେଳେ ଏହି ଆଇନ ପରିବର୍ତ୍ତନର ପ୍ରଶ୍ନ ଉଠୁନାହିଁ ବୋଲି ଗୃହମନ୍ତ୍ରୀ ଅମିତ ଶାହା ମତ ଦେଇଛନ୍ତି । କୌଣସି ବି ପରସ୍ଥିତିରେ ଏହି ଆଇନରେ ପରିବର୍ତ୍ତନ କରାଯିବ ନାହିଁ ବୋଲି ଇଣ୍ଡିଆନ ଇକୋନୋମୀ ଫୋରମରେ ଯୋଗ ଦେଇ ଶାହା କହିଛନ୍ତି । ଏନ୍‌ଆରସି ଲାଗୁ କରାଯିବା ଯୋଜନା ରାଜୀବ ଗାନ୍ଧୀଙ୍କର ରହିଥିଲା । ଏହା ସହିତ ବିଶ୍ବର ସମସ୍ତ ରାଷ୍ଟ୍ର ନିଜର ନାଗରିକ ପଞ୍ଜୀକରଣ କରାଇଥିବା ବେଳେ ଭାରତ ମଧ୍ୟ କରିବା ଉଚିତ୍‌ ବୋଲି ଶାହା ମତ ଦେଇଛନ୍ତି ।

ହିଂସାତ୍ମକ ଆନ୍ଦୋଳନରୁ ନିବୃତ ରହିବା ପାଇଁ ଛାତ୍ରଛାତ୍ରୀଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନାଗରିକତ୍ବ ସଂଶୋଧନ ଆଇନକୁ ନେଇ ଉତ୍ତର ପୂର୍ବ ଭାରତ ସମଗ୍ର ଦେଶରେ ହିଂସା ଦେଖିବାକୁ ମିଳିଛି । ଦିଲ୍ଲୀ ଜାମିଆ ଇଲମିଆ ବିଶ୍ୱବିଦ୍ୟାଳୟ ଏବଂ ଉତ୍ତର ପ୍ରଦେଶ ଆଲିଗଡ ମୁସଲିମ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀ ଏହି ଆଇନ ବିରୋଧରେ ହିଂସା ପ୍ରଦର୍ଶନ କରିଛନ୍ତି । ଏହି ମାମଲାର ତତ୍କାଳ ଶୁଣାଣୀ ପାଇଁ ଆବେଦନ କରିଥିବା ବେଳେ ଛାତ୍ରଛାତ୍ରୀ ହିଂସାରୁ ନିବୃତ ରହିବା ପାଇଁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିବେଦନ କରାଯାଇଛି । ଆସନ୍ତା 18 ତାରିଖରେ ମୁଖ୍ୟ ବିଚାରପତି ଏହି ମାମଲାର ଶୁଣାଣି ପାଇଁ ସ୍ଥିର କରିଛନ୍ତି ।

ନାଗରିକତ୍ବ ସଂଶୋଧନ ଆଇନ୍‌କୁ ବିରୋଧ : ମୁର୍ଶିଦାବାଦ ରେଳ ଷ୍ଟେସନରେ ନିଆଁ ଲଗାଇଲେ ଆନ୍ଦୋଳନକାରୀ

ନାଗରିକତ୍ବ ସଂଶୋଧନ ବିଲ୍‌ ଆଇନରେ ପରିଣତ ହେବା ପରେ ଏହାକୁ ନେଇ ଲାଗି ରହିଥିବା ଆନ୍ଦୋଳନ ଉତ୍ତର ପୂର୍ବ ଭାରତ ପରେ ବର୍ତ୍ତମାନ କଲିକତାରେ ଆରମ୍ଭ ହୋଇଛି । ଗତକାଲି ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ ଆନ୍ଦୋଳନ ଡାକରା ଦେବା ପରେ ପଶ୍ଚିମବଙ୍ଗରେ ଆନ୍ଦୋଳନ ଜାରି ରହିଛି । ହଜାର ହଜାର ଲୋକ ଆନ୍ଦୋଳନରେ ସାମିଲ ହୋଇଥିବା ବେଳେ ମୁର୍ଶିଦାବାଦର ବେଲଡାଙ୍ଗ ରେଳ ଷ୍ଟେସନରେ ନିଆଁ ଲଗାଇ ଦେଇଛନ୍ତି ।

Anti-CAA protesters torch railway stations, block roads in Bengal

Violence broke out in West Bengal on Friday against the Citizenship Amendment Act as also a possible NRC exercise as protesters vandalised and set fire to railway stations, and squatted on the tracks and highways, disrupting train services and vehicular movement. In Beldanga of Murshidabad district, a mob torched the station master’s cabin and ransacked the ticket counter before setting it on fire.

ନାଗରିକତ୍ବ ବିଲ୍‌ ବିରୋଧରେ ମେଗା ରାଲିର ଆହ୍ବାନ କଲେ ମମତା

ନାଗରିକତ୍ବ ବିଲ୍‌କୁ ଦେଶର ଉତ୍ତର ପୂର୍ବୀୟ ପ୍ରାନ୍ତରେ ବିରୋଧ କରାଯାଉଥିବା ବେଳେ ପଶ୍ଚିମବଙ୍ଗରେ ଏହା ବିରୋଧରେ ଏକ ମେଗା ରାଲିର ଆହ୍ବାନ ଦେଇଛନ୍ତି ମମତା ବାନାର୍ଜୀ । ଏହି ବିଲ୍‌କୁ ନେଇ ପୂର୍ବରୁ ଆସାମ ,ତ୍ରିପୁରା ଏବଂ ମେଘାଳୟରେ ଆନ୍ଦୋଳନ ଜାରି ରହିଥିବା ବେଳେ ମମତା ନିଜକୁ ଏହି ଧାରାରେ ସାମିଲ କରିଛନ୍ତି । ଏହି ସଂଶୋଧନ ବିରୋଧରେ ଏକାଧିକ ରାଲି କରିବାକୁ ଯାଉଛନ୍ତି ମମତା । ଏହି ବିଲ୍‌ ଦେଶର ବିଭାଜନ କରିଦେବ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ।

ଆସାମ ଓ ତ୍ରିପୁରା ପରେ ମେଘାଳୟରେ ହିଂସା : ଇଣ୍ଟରନେଟ ଏବଂ ମୋବାଇଲ ସେବା ବନ୍ଦ

ନାଗରିକତ୍ବ ବିଲ୍‌ରେ ସଂଶୋଧନକୁ ନେଇ ଭାରତର ଉତ୍ତର ପୂର୍ବୀୟ ସୀମା ଜଳୁଛି । ଦୁଇ ଦିନ ହେବ ଆସାମ ଏବଂ ତ୍ରିପୁରାରେ ହିଂସା ଲାଗି ରହିଥିବା ବେଳେ ଏହା ବର୍ତ୍ତମାନ ମେଘାଳୟକୁ ବ୍ୟାପିଛି । ମେଘାଳୟକୁ ଏହି ହିଂସା ବ୍ୟାପିବା ପରେ ସତର୍କତା ପଦକ୍ଷେପ ସ୍ବରୂପ ମେଘାଳୟରେ ଇଣ୍ଟରନେଟ ସେବା ଏବଂ ମୋବାଇଲ୍ ଏସଏମ୍‌ଏସ୍‌ ସେବା ବନ୍ଦ କରି ଦିଆଯାଇଛି । ଦୁଇ ଦିନ ପାଇଁ ଏହି ସେବା ବନ୍ଦ ରଖାଯାଇଛି । ଶିଲଂରୁ 250 କିମି ଦୂର ଓ୍ବିଲିୟମ୍‌ନଗରରୁ ଏହି ହିଂସା ଆରମ୍ଭ ହୋଇଥିଲା । ମୁଖ୍ୟମନ୍ତ୍ରୀ ନିଜ ହେଲିକପ୍ଟରରୁ ଓହ୍ଲାଇବା ପରେ ତାଙ୍କୁ ବିରୋଧ କରାଯାଇଥିଲା ।

ଆସାମରେ କର୍ଫ୍ୟୁ : ପରସ୍ଥିତି ନିୟନ୍ତ୍ରଣ ପାଇଁ ଆସାମ ଓ ତ୍ରିପୁରାରେ 8 କମ୍ପାନୀ ସେନା ମୁତୟନ

ନାଗରିକତ୍ବ ସଂଶୋଧନ ବିଲ୍‌କୁ ନେଇ ଉତ୍ତର ପୂର୍ବୀୟ ରାଜ୍ୟ ଗୁଡିକରେ ଆନ୍ଦୋଳନ ଚାଲିଥିବା ବେଳେ ଗତକାଲି ଠାରୁ ଆସାମରେ କର୍ଫ୍ୟୁ ଜାରି କରାଯାଇଛି । ଗତକାଲି ଠାରୁ ରାଜ୍ୟରେ ଇଣ୍ଟରନେଟ ଏବଂ ମୋବାଇଲ ସେବା ବନ୍ଦ କରାଯାଇଥିବା ବେଳେ ଗୁରୁବାର 8 କମ୍ପାନୀ ଯବାନଙ୍କୁ ମୁତୟନ କରାଯାଇଛି । ନାଗରିକତ୍ବ ବିଲ ସଂଶୋଧନକୁ ନେଇ ସମ୍ପୂର୍ଣ୍ଣ ଆସାମରେ ଆନ୍ଦୋଳନ ଚାଲିଥିବା ବେଳେ 70ରୁ ଅଧିକ ଟ୍ରେନ୍‌ ଏବଂ 30ରୁ ଅଧିକ ବିମାନ ଚଳାଚଳ ବାତିଲ କରାଯାଇଛି । ଆସାମ ସମେତ ତ୍ରିପୁରାରେ ମଧ୍ୟ 3 କମ୍ପାନୀ ଯବାନ ମୁତୟନ କରାଯାଇଛି ।

Protest in Rajasthan over ‘wrong facts’ in ‘Panipat’

People in Rajasthan have protested against Panipat, the film which was released on Friday, alleging distortion of history. They have claimed the movie portrays Maharaja Surajmal in the wrong light. He is shown as a greedy ruler which he never was. As per the film, Maratha warrior Sadashiv Rao Bhau (a character played by Arjun Kapoor) asked Maharaja Surajmal for help.

Iraq protests claim 9 lives in less than week: HRC

At least nine people were killed and 135 others injured in less than a week during the nation wide anti-government protest, Iraqi High Commission for Human Rights has said in a statement. In October, people began nationwide protests in Iraq demanding the ouster of the government, as well as economic reforms, better living conditions, social welfare and an end to corruption.

Dramatic scenes on Raisina, as Cong ‘gherao’ Parliament

Dramatic scenes were witnessed near the Shastri Bhavan just next to Parliament as Youth Congress protesters agitating the removal of Special Protection Guard cover of the Gandhis, came down in thousands to demand the security cover back. They also burnt effigies of Prime Minister Narendra Modi and Union Home Minister Amit Shah and jumped barricades in hordes and arrested.